The Ultimate Managed Hosting Platform
ADVERTISEMENT

ମେ ୨ରୁ ଓଜେଇଇ ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୫ ପରୀକ୍ଷା ପାଇଁ କାର୍ୟ୍ୟସୂଚୀ । ଆସନ୍ତା ମେ ୨ ତାରିଖରୁ ହେବ ଓଜେଇଇ ପରୀକ୍ଷା । ୧୨ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ । ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍ଡ ଟେଷ୍ଟ (ସିବିଟି) ମୋଡ୍ରେ କରାଯିବ। ଛାତ୍ରଛାତ୍ରୀ ୱେବ୍ସାଇଟ୍ରୁ ନିଜର ଆଡମିଟ୍ କାର୍ଡ ଡାଉନ୍ଲୋଡ୍ କରିପାରିବେ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login