The Ultimate Managed Hosting Platform
ADVERTISEMENT

ମେ ୨୯ରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ବର: ମେ ୨୯ ତାରିଖରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ ହେବ। ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କର କ୍ଲାସ୍ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login