The Ultimate Managed Hosting Platform
ADVERTISEMENT

ମୈଦାନରେ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଜି ହେଉଛି ପ୍ରଥମ ପର୍ଯ୍ୟାୟ ମତଦାନ । ରାଜ୍ୟର ୪ ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ମତଦାନ । ୨୮ ବିଧାନସଭା କ୍ଷେତ୍ର ପାଇଁ ମଧ୍ୟ ଆରମ୍ଭ ହେବ ମତଦାନ ।
କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଲୋକସଭା ଆସନ ସମେତ ଏହା ଅନ୍ତର୍ଗତ ବିଧାନସଭା ଆସନ ଗୁଡିକରେ ୬୨ ଲକ୍ଷ ୮୭ ହଜାର ୨୨୨ଜଣ ଭୋଟର ନିଜ ମନ ପସନ୍ଦର ନେତା ବାଛିବେ ।
ପ୍ରଥମ ପର୍ୟ୍ୟାୟରେ ପ୍ରଦୀପ ପାଣିଗ୍ରାହୀ, ଭୃଗୁ ବକ୍ସିପାତ୍ର, ପ୍ରଦୀପ ମାଝୀ, ତାରାପ୍ରସାଦ ବାହିନୀପତି, ଭକ୍ତ ଦାସ, ଶରତ ପଟ୍ଟନାୟକ. ବିଜୟ ପଟ୍ଟନାୟକ, ସପ୍ତଗିରି ଉଲାକା, ରମେଶଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର, କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ଭଳି ହେଭିୱେଟ୍ ନେତା ମାନଙ୍କର ଭାଗ୍ୟ ପରୀକ୍ଷା ହେବ । ଏହି ସମସ୍ତ ଆସନରେ ମୋଟ୍ ୨୭୧ ଜଣ ମୈଦାନକୁ ଓହ୍ଲାଇଥିବା ବେଳେ ଜୁନ୍ ୪ର ଫଳାଫଳ କହିବ କିଏ ମାରିବ ବାଜି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login