ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କଲେ । କ୍ଷାତ୍ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ୟ୍ୟ, ଭବିଷ୍ୟତ କାର୍ୟ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି।ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ୟ୍ୟ, ଭବିଷ୍ୟତ କାର୍ୟ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ ।’
Views: 23











