The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମୋଦି ବିଶ୍ୱରେ ଲୋକପ୍ରିୟ : ବୈଜୟନ୍ତ ପଣ୍ଡା

Facebook
Twitter
LinkedIn

ଆଳ : କେନ୍ଦ୍ରାପଡା ଆଳିରେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍ କାର୍ଯ୍ୟକ୍ରମ । ଭାଗ ନେଇ ପ୍ରତିକ୍ରିୟା ରଖିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ମନ୍ କୀ ବାତ୍ ଶୁଣିବାକୁ ଲୋକଙ୍କ ଉତ୍ସାହ କଥା ବଖାଣିଲେ । ମୋଦି ସାରା ବିଶ୍ୱରେ ଲୋକପ୍ରିୟ ଜନନେତା ହୋଇପାରିଛନ୍ତି । ବାରମ୍ବାର ପ୍ରତି ମାସରେ ହେଉଥିବା ସର୍ଭେରୁ ପ୍ରମାଣିତ ।ମୋଦିଙ୍କ ପୂର୍ବରୁ କୈାଣସି ରାଜନେତା ଏପରି ଲମ୍ବା କାର୍ଯ୍ୟକ୍ରମ କରି ନାହାନ୍ତି । ମୋଦିଙ୍କ ନେତୃତ୍ୱରେ ଯେଉଁ ପ୍ରଗତି ହେଉଛି , ତାହା ଉପରେ ବିଶ୍ୱର ନଜର । କରୋନା ସମୟରେ ସବୁଠୁ ବଡ ଟିକାକରଣ ହେଉ ବା ଆଉ କିଛି । ସୁଦାନରେ ଫସିଥିବା ଭାରତୀୟଙ୍କୁ ଏବେ ଉଦ୍ଧାର କରୁଛନ୍ତି । ଅନ୍ୟ ଦେଶ ସେପରି କରି ପାରୁନାହାନ୍ତି , କିନ୍ତୁ ଭାରତ କରିପାରୁଛି । ଭାରତ କଣ କରୁଛି , ମୋଦି କଣ ଇସାରା କରୁଛନ୍ତି ତା ଉପରେ ନଜର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login