The Ultimate Managed Hosting Platform
ADVERTISEMENT

ମୋଦୀଙ୍କୁ ଖଡଗେ, ରାହୁଲଙ୍କ ଚିଠି

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟସଭା ଓ ଲୋକସଭା ବିରୋଧୀଦଳ ନେତାଙ୍କ ଚିଠି । ସଂସଦର ସ୍ୱତନ୍ତ୍ର ଅଧିବେଶନ ପାଇଁ ଉଭୟେ ଲେଖିଲେ ଚିଠି । ପହଲଗାମ ଆତଙ୍କୀ ଆକ୍ରମଣ ନେଇ ଆଲୋଚନା ଦାବି କଲେ । ଅପରେସନ ସିନ୍ଦୂର, ଆମେରିକା ପକ୍ଷରୁ ପ୍ରଥମେ ଅସ୍ତ୍ରବିରତି କଥା ଉଲ୍ଲେଖ । ପରେ ଭାରତ ଓ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଘୋଷଣା କଥା ଉଲ୍ଲେଖ । ଏ ନେଇ ଆଲୋଚନା ନେଇ ସ୍ୱତନ୍ତ୍ର ଅଧିବେଶନ ଡକାଯାଉ ଦାବି କଲେ । ବିରୋଧୀ ଦଳ ପକ୍ଷରୁ ରାହୁଲ ଗାନ୍ଧୀ ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି, ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ, ମୁଁ ବିରୋଧୀଙ୍କ ସର୍ବସମ୍ମତ ଅନୁରୋଧକୁ ପୁନର୍ବାର ଦୋହରାଉଛି ଯେ, ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ତୁରନ୍ତ ଡକାଯାଉ। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଲେଖାଯାଇଥିବା ଚିଠିକୁ ସୋସିଆଲ ମିଡିଆରେ ସେୟାର କରି କଂଗ୍ରେସ ଅଧ୍ୟକ୍ଷ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋର ଚିଠିରେ ପହଲଗାମ ଆତଙ୍କବାଦୀ ଆକ୍ରମଣ, ଅପରେସନ ସିନ୍ଦୁର ଏବଂ ପ୍ରଥମେ ୱାଶିଂଟନ ଡିସିରେ ଏବଂ ପରେ ଭାରତ ଏବଂ ପାକିସ୍ତାନ ସରକାରଙ୍କ ଦ୍ୱାରା କରାଯାଇଥିବା ଅସ୍ତ୍ରବିରତି ଘୋଷଣା ଉପରେ ଆଲୋଚନା ପାଇଁ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login