ଭୁବନେଶ୍ୱର : ମୋ ବସ ରେ ଯାତ୍ରୀଙ୍କ ଠାରୁ ୫୦ ହଜାର ଚୋରି । ୧୮ ନଂ ରୁଟର ଜଗତପୁର ବରମୁଣ୍ଡା ଯାଉଥିବା ବସରେ ଚୋରି । ନବ ବିବାହିତା ଝିଅ ପାଇଁ ଶାଢୀ କିଣି ଆସିଥିବା ବେଳେ ଚୋରି । ଚନ୍ଦ୍ରଶେଖର ପୁର ଥାନାରେ ଏ ନେଇ ଅଭିଯୋଗ କଲେ ପରିବାର ଲୋକ ।
Views: 90

କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...