ପାରାଦୀପ : ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା । ଷଣ୍ଢକୁଦ, ନୂଆବଜାର ଆଦି ବସ୍ତିରେ ଥିବା ମତ୍ସ୍ୟଜୀବୀଙ୍କୁ ସଚେତନ । ଡାକବାଜି ଯନ୍ତ୍ର ଦ୍ୱାରା ମତ୍ସ୍ୟଜୀବୀଙ୍କୁ ମତ୍ସ୍ୟ ବିଭାଗର ସଚେତନ । ଜୁଆର ଓ ପବନ ଆଶଙ୍କାରେ ଆଜିଠୁ ୨୬ ଯାଏଁ ସମୁଦ୍ର ଯିବାକୁ ବାରଣ । ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀ ଆଜି ସୁଦ୍ଧା ଫେରି ଆସିବାକୁ ପରାମର୍ଶ ।
ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି । ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ହେବ । କାଲି ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ୧୨ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ତା ପରେ ଦିଗ ବଦଳାଇ ଉତ୍ତର-ପଶ୍ଚିମ ପୂର୍ବକୁ ଗତି କରିବା ସମ୍ଭାବନା । ପରବର୍ତ୍ତୀ ୩ ଦିନରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ମୁହାଁ ହେବ । ପ୍ରଭାବରେ କାଲିଠୁ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ବର୍ଷା । ୨୪ରୁ ଉତ୍ତର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା । ୨୬ ତାରିଖ ପର୍ଯ୍ୟନ୍ତ ପ୍ରଭାବ ରହିବା ନେଇ ପାଣିପାଗ କେନ୍ଦ୍ରର ସୂଚନା ।
ସମ୍ଭାବ୍ୟ ବାତ୍ୟା ; ୨୬ ଯାଏଁ ସମୁଦ୍ର ଯିବାକୁ ବାରଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











