The Ultimate Managed Hosting Platform
ADVERTISEMENT

ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନିଙ୍କ ଦୁର୍ଘଟଣା

Facebook
Twitter
LinkedIn

ମୁମ୍ବାଇ : ବଲିଉଡର ପ୍ରସିଦ୍ଧ ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି ଦୁର୍ଘଟଣାର ଶିକାର ହୋଇଛନ୍ତି। ଦୁର୍ଘଟଣାର ଶିକାର ହେବା ପରେ ବିଶାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ମହାରାଷ୍ଟ୍ର ପୁନେରେ ଏକ କନସର୍ଟ ହେବାକୁ ଥିବା ବେଳେ ତାହାକୁ ସ୍ଥଗିତ ରଖାଯାଇଛି । ବିଶାଲ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି ଏବଂ ସୁସ୍ଥ ହେବା ପରେ, ସେ ଖୁବ୍ ଶୀଘ୍ର ତାଙ୍କ କନସର୍ଟ ବିଷୟରେ ସୂଚନା ଦେବେ ବୋଲି କହିଛନ୍ତି ।ବିଶାଲ ଦଦଲାନିଙ୍କ ସହ ଘଟିଥିବା ଦୁର୍ଘଟଣା ବିଷୟରେ ଅଧିକ ସୂଚନା ପ୍ରକାଶ କରାଯାଇ ନାହିଁ । ବିଶାଲ ଦଦଲାନୀ ନିଜ ଇନଷ୍ଟାଗ୍ରାମରେ ଏକ ଷ୍ଟୋରୀ ସେୟାର କରିଛନ୍ତି । ସେ ଲେଖିଛନ୍ତି, ମୋର ଏକ ଛୋଟ ଦୁର୍ଘଟଣା ଘଟିଥିଲା । ଶୋ’ ବିଷୟରେ କହିବାକୁ ଗଲେ ବର୍ତ୍ତମାନ ଏହାକୁ ସ୍ଥଗିତ ରଖାଯାଇଛି । କିନ୍ତୁ ପୁଣି କେବେ ହେବ ତାହା ଘୋଷଣା କରାଯାଇ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login