The Ultimate Managed Hosting Platform
ADVERTISEMENT

ଯବାନଙ୍କ ଗୁଳିରେ ମାଓବାଦୀ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ଛତିଶଗଡରେ ମାଏବାଦୀ ଆକ୍ରମଣ ପରେ ଅପରେସନ ଯୋରଦାର । ଗରିଆବନ୍ଧ ଠାରେ ପୁଲିସ ମାଓବାଦୀ ମୁହାଁମୁହିଁ । କୋବରା ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ । କୋର୍ଲାଗୁଡା-ଭଟାପାଣି ଜଙ୍ଗଲରେ ଏନକାଉଣ୍ଟର ହୋଇଥିବା ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login