The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଯାତ୍ରୀଙ୍କୁ “ଆମ ବସ” କଣ୍ଡକ୍ଟରଙ୍କ ଥାପଡ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ଯୁକ୍ତତର୍କରୁ ଯାତ୍ରୀଙ୍କୁ ଥାପଡ ମାରିଲେ “ଆମ ବସ” କଣ୍ଡକ୍ଟର । ବସ ଭିତରୁ ବାହାରି ଆସି ବାହାରେ ଥାପଡ ମାରିଲେ । କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ । ୟୁନିଟ ୮ ମାର୍କେଟ ପାଖରେ ଥିବା ବସ ଷ୍ଟପରେ ଥାପଡ ମାରିଲେ । ଓଡି୩୩ଏଏଚ୦୧୬୬ ନଂ ଥିବା ଆମ ବସ କଣ୍ଡକ୍ଟରଙ୍କ ଦାଦାଗିରି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login