May 14, 2024 10:53 pm

The Ultimate Managed Hosting Platform
ADVERTISEMENT

ଯାନ୍ତ୍ରିକ ତ୍ରୁଟିରୁ ଚିଲିକା ମଝିରେ ଅଟକିଲା ଭସାପୋଲ

Facebook
Twitter
LinkedIn

ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକା ମଝିରେ ରହି ଯାଇଛି ଭସାପୋଲ । ଫଳରେ ଭସାପୋଲରେ ୬୦ରୁ ଅଧିକ ଯାତ୍ରୀ ଫସି ରହିଛନ୍ତି । ୫ଟି ଚାରି ଚକିଆ ଯାନ ଏବଂ ୨୦ରୁ ଅଧିକ ବାଇକ୍ ଏଥିରେ ରହିଛି । ସାତପଡ଼ାଠାରୁ ୨ଟା ୧୫ଟା ସମୟରେ ଜହ୍ନିକୁଦା ଘାଟ ନିକଟକୁ ଯାତ୍ରୀମାନଙ୍କୁ ନେଇ ବାହାରିଥିଲା ଭସାପୋଲ । କିଛି ସମୟ ପରେ ଚିଲିକା ମଝିରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଫଳରେ ମଝି ଚିଲିକାରେ ଫସି ରହିଛି ଯାତ୍ରୀବାହୀ ଭସାପୋଲ । ଖବରପାଇ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ କର୍ମଚାରୀ ପହଁଚିଛନ୍ତି। ଏଥିସହ ଭସାପୋଲ ମରାମତି କାର୍ଯ୍ୟ ଚାଲିଛି ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login