ବଡବିଲ : ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ଗୁଳି କରି ହତ୍ୟା । ବଡବିଲ ୱାର୍ଡ ନଂ-୬ ମନି ଟାୱାର ନିକଟରେ ଗୁଳିମାଡ । ବାଇକରେ ଘରକୁ ଫେରିଲା ବେଳେ ଗୁଳିମାଡ । ଗୁଳିମାଡ କରି ଦୁର୍ବତ୍ତ ଫେରାର ହୋଇଯାଇଥିବା ବେଳେ ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି ।
Views: 149

ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...