The Ultimate Managed Hosting Platform
ADVERTISEMENT

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ !

Facebook
Twitter
LinkedIn

ଜଳେଶ୍ୱର : ଯୁବକଙ୍କୁ ଗୋଡାଇ ଗୋଡାଇ ଲୁଟିଲେ ଦୁର୍ବୁତ୍ତ । ଏନଏଚ ୧୬ ଜମାଳପୁର ଛକ ନିକଟରେ ମରଣାନ୍ତକ ଆକ୍ରମଣ । ଭୁଜାଲିରେ ଆକ୍ରମଣ କରି ଟଙ୍କା ଓ ମୋବାଇଲ ଲୁଟିନେଲେ । ରକ୍ତାକ୍ତ ଅବସ୍ଥାରେ ଯୁବକ ଉଦ୍ଧାର ହୋଇଥିବା ବେଳେ ବାଲେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଆକ୍ରମଣ ଶୀକାର ଯୁବକ ବାଣିଦା ଗାଁର ଅରୁଣ ମହାନ୍ତି ।ଅରୁଣ ଏକ ହୋଟେଲରେ କାମ କରୁଥିବା ବେଳେ ବିଳମ୍ବିତ ରାତିରେ ବାଇକରେ ଘରକୁ ଫେରୁଥିଲେ । ମଝି ରାସ୍ତାରେ କିଛି ଦୁର୍ବୃତ୍ତ ଅଟକାଇ ଆକ୍ରମଣ କରିଥିଲେ । ଅଘଟଣ ଘଟାଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । ଜଳେଶ୍ବର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login