The Ultimate Managed Hosting Platform
ADVERTISEMENT

ଯୁବକଙ୍କୁ ଚାପିଦେଲା ଅଜଣା ଗାଡି

Facebook
Twitter
LinkedIn

ଜଳେଶ୍ୱର : ରାସ୍ତାରେ ଯୁବକଙ୍କୁ ଚାପିଦେଲା ଅଜଣାଗାଡି । ବିନ୍ଧାପଦ୍ମପୁର ନିକଟରେ ଅଜଣାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ । ରାସ୍ତାର ପଡିଛି ମୃତଦେହ , ମେରାଇନ ଥାନା ପୋଲିସର ତଦନ୍ତ । ମୃତକ ବଡଗଡ ଗାଁର ହୋଇଥିବା ଜଣାପଡିଛି । ତେବେ ଘଟଣାସ୍ଥଳରେ ତଳସାରୀ ପୋଲିସ୍ ପହଞ୍ଚି ରାସ୍ତାରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି । ଏହା ଦୁର୍ଘଟଣା ନା ଯୋଜନାବଦ୍ଧ ହତ୍ୟା ତାହା ଏପର୍ୟ୍ୟନ୍ତ ସଠିକ୍ ଭାବେ ଜଣାପଡିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login