The Ultimate Managed Hosting Platform
ADVERTISEMENT

ଯୁବକଙ୍କୁ ପିଟି ଜୀବନ ନେଇଗଲେ !

Facebook
Twitter
LinkedIn

ଅନୁଗୁଳ : ଯୁବକଙ୍କୁ ପିଟି ପିଟି ଜୀବନ ନେଇଗଲେ । ଟାଉନ ଥାନା ରାଣୀଗୁଡା ଗାଁରେ ହତ୍ୟାକାଣ୍ଡ । ମୃତକ ହେଲେ ରାଣୀଗୋଡା ଗାଁର ବାପି ବିଶ୍ବାଳ । ସାମାନ୍ୟ ବଚସାରୁ ୩ଜଣ ପଡୋଶୀ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ଘଟଣାସ୍ଥଳରେ ବାପି ବିଶ୍ବାଳଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login