The Ultimate Managed Hosting Platform
ADVERTISEMENT

ଯୁବକ,ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Facebook
Twitter
LinkedIn

ବାରିପଦା : ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସଦର ଥାନା ଶିକାରଘାଟି ଗାଁ ଜଙ୍ଗଲରୁ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସର ତଦନ୍ତ ଜାରି । ମୃତକଙ୍କ ପରିଚୟ ମିଲିପାରିନାହିଁ । ଏହା ହତ୍ୟା ନା ଆତ୍ମହତ୍ୟା ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login