The Ultimate Managed Hosting Platform
ADVERTISEMENT

ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ହେଲା ମହାପ୍ରଭୁଙ୍କ ଦର୍ଶନ । ଅନ୍ୟପଟେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର । ସ୍ଥାୟୀ ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ । ଶୋଧ କରାଯିବ ଶ୍ରୀମନ୍ଦିର ନାଟ ମଣ୍ଡପ ଓ ଜଗମୋହନ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login