ପୁରୀ : ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ପରେ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା । ପ୍ରାୟ ୮୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇ ସାରିଲାଣି । ଗୁଣ୍ଡିଚାର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦ ପ୍ରତିଶତ ସରିବ । ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟରେ କାର୍ଯ୍ୟ ଚାଲିଛି । ମହାପ୍ରଭୁ ନିଜେ ସବୁ କିଛି କରାନ୍ତି , ସବୁ କିଛି ସୁରୁଖୁରୁରେ ହେବ । ୩ ଶହ ଡାକ୍ତର ଚିକିତ୍ସା ସେବା ବୁଝିବେ କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ । ୧୫ଟି ଆଇସିୟୁ ବେଡର ବ୍ୟବସ୍ଥା ମଧ୍ୟ କରାଯାଇଛି । କୋଭିଡ ପାଇଁ କେହି ବ୍ୟସ୍ତ ହେବାର କାରଣ ନାହିଁ ।
ଭକ୍ତଙ୍କ ପାଈଁ ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ୟ୍ୟନ୍ତ ହେବ ମାଗଣା ଅଟୋସେବା । ପୁରୀକୁ ୨୫୦ ଟି ବସ ଚଳାଚଳ ପାଈଁ ସ୍ୱତନ୍ତ୍ର ପରମିଟ ଦିଆଯିବ ସହ ରେଟ ଚାର୍ଟ ଲଗାଯିବ । ରଥଯାତ୍ରା ପ୍ରସ୍ତୁତି ବୈଠକରେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସୂଚନା । ରଥଯାତ୍ରାପାଈଁ ଚଳିତ ବର୍ଷ ଏଆଇର ବ୍ୟବହାର କରାଯିବ । ଅପରାଧ ଓ ଭିଡ଼ ନିୟନ୍ତ୍ରଣ ପାଈଁ ସିସିଟିଭି ଓ ଇଣ୍ଟି ଗ୍ରେଟେଡ଼ କଣ୍ଟ୍ରୋଲ ରୁମର ସହାୟତା ନିଆଯିବ । ରଥଯାତ୍ରା ପ୍ରସ୍ତୁତି ବୈଠକରେ ସୂଚନା ଦେଲେ ପୁରୀ ଏସପି ବିନୀତ ଅଗ୍ରୱାଲ ।
ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ; ୮୦ ପ୍ରତିଶତ କାର୍ଯ୍ୟ ଶେଷ ,ଭକ୍ତଙ୍କ ପାଈଁ ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ଯ୍ୟନ୍ତ ହେବ ମାଗଣା ଅଟୋସେବା : ପୃଥ୍ୱୀରାଜ ହରିଚନ୍ଦନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







