The Ultimate Managed Hosting Platform
ADVERTISEMENT

ରଥଯାତ୍ରା ବେଳେ ତ୍ରିପୁରାରେ ଅଘଟଣ, ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

Facebook
Twitter
LinkedIn

ଭୁବନେଶ୍ଵର : ତ୍ରିପୁରାର କୁମାରଘାଟ ଅଞ୍ଚଳରେ ରଥଯାତ୍ରା ଉତ୍ସବ ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହିତ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିବା ସହିତ ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login