The Ultimate Managed Hosting Platform
ADVERTISEMENT

ରଥରେ ଆଜ୍ଞାମାଳ ବିଜେ

Facebook
Twitter
LinkedIn

ପୁରୀ : ତିନି ରଥରେ ଆଜ୍ଞାମାଳ ବିଜେ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ଆଣି ରଥରେ ବିଜେ କରାଗଲା । ଆଜ୍ଞାମାଳ ବିଜେ ପରେ ତିନି ରଥ ସିଂହଦ୍ୱାର ସାମ୍ନାକୁ ଅଣାଯିବ । ରଥ ଖଳାରୁ ତିନି ରଥକୁ ସିଂହଦ୍ୱାର ସାମ୍ନାକୁ ଅଣାଯିବ । ତିନି ରଥରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଆଜ୍ଞାମାଳ ବିଜେ ପରେ ତିନି ରଥର ଚକ ଓ ଅଖରେ ତୈଲ ଲାଗି ହୋଇଛି । ଏହାପରେ ତିନି ରଥକୁ ଦକ୍ଷିଣ ମୋଡ କରି ରଥଖଳାରୁ ସିଂହଦ୍ୱାର ଚକଡା ନିକଟକୁ ଟାଣି ଟାଣି ଆଣିବେ ସେବାୟତ । ଆଉ ତିନି ରଥ ସିଂହଦ୍ୱାର ଆଗରେ ସ୍ଥାନିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login