The Ultimate Managed Hosting Platform
ADVERTISEMENT

ରନୱେରେ ବିମାନ ଦୁର୍ଘଟଣା , ୧୮ ଆହତ

Facebook
Twitter
LinkedIn

ନୂଆଦିଲ୍ଲୀ : କାନାଡା ଟୋରୋଣ୍ଟୋ ବିମାନ ବନ୍ଦରରେ ବଡ ଧରଣର ଦୁର୍ଘଟଣା । ରନୱେରେ ଓଲଟିଲା ଡେଲ୍ଟା ଏୟାରଲାଇନ୍ସ ବିମାନ । ବିମାନରେ ୭୬ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ବିମାନରେ ନିଆଁ ଲାଗି ଯାଇଥିଲା । ତୁରନ୍ତ ଯାତ୍ରୀମାନଙ୍କୁ ବାହାର କରାଯିବା ସହ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଡ୍ରାଏ ରନୱେ ଥିଲା । କ୍ରସ ୱିଣ୍ଡ ନଥିଲା ବୋଲି ଟରୋଣ୍ଟୋ ପିଏରସନ ଫାୟାର ଚିଫ କହିଛନ୍ତି । ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି । ଟରୋଣ୍ଟୋ ପିଏରସନ ଇଣ୍ଟରନ୍ୟାସନାଲ ଏୟାରପୋର୍ଟର ଟର୍ମିନାଲ-୩ରୁ ବିମାନ ଉଡ଼ାଣ ଆରମ୍ଭ ହୋଇଛି । ହେଲେ ଡେଲଟା ଏୟାରଲାଇନସ ଫ୍ଲାଇଟ ସମେତ ବିଭିନ୍ନ ବିମାନର ଉଡ଼ାଣ ବାତିଲ କିମ୍ବା ବିଳମ୍ବିତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login