The Ultimate Managed Hosting Platform
ADVERTISEMENT

ରଶି ଲଗାଇ ଝୁଲି ପଡିଲେ ପୋଲିସ କନଷ୍ଟେବଳ

Facebook
Twitter
LinkedIn

ମାଲକାନଗିରି: ମାଲକାନଗିରି ଜିଲ୍ଲା ସଦର ମହକୁମାର ଏମଭି -୪୨ ଗାଁ ରେ ଜଣେ ପୋଲିସ୍ କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ ସୁଶାନ୍ତ ହାଲଦାର୍ ସେ ପୋଲିସ ଆରଓରେ କାର୍ୟ୍ୟରତ ଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ସୂଚନା ଦେଇଛନ୍ତି ମାଲକାନଗିରି ଥାନା ଅଧିକାରୀ ରିଗାନ୍ କିଣ୍ଡୋ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

ADVERTISEMENT
ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

Login