The Ultimate Managed Hosting Platform
ADVERTISEMENT

ରାଉରକେଲାରେ ପୁଣି ଲଜ୍ଜା : ୯ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ

Facebook
Twitter
LinkedIn

ରାଉରକେଲା : ରାଉରକେଲା ସହରରେ ପୁଣି ଲଜ୍ଜା ଜନକ ଘଟଣା । ୯ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ । ଜଣେ ୯ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରାଯାଇଥିବା ପ୍ଲାଣ୍ଟ ସାଇଟ ଥାନାରେ ଅଭିଯୋଗ ହୋଇଛି । ପଡ଼େଶୀ ୨୬ ବର୍ଷୀୟ ଯୁବକ ଗତ ରାତିରେ ଶିଶୁକନ୍ୟାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।ଅଭିଯୁକ୍ତ ଯୁବକ ଛାତରୁ ଡେଇଁ ପଳାଉଥିବା ସମୟରେ ଆହତ ହୋଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲା । ପ୍ଲାଣ୍ଟ ସାଇଟ ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login