The Ultimate Managed Hosting Platform
ADVERTISEMENT

ରାଜଧାନୀରେ “ଆମ ବସ” ସେବା ଠପ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ “ଆମ ବସ” ସେବା ଠପ । ବିନା କାରଣରେ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ମାଡ ଅଭିଯୋଗରେ ଆନେ୍ଦାଳନ । ସୁରକ୍ଷା ଦାବିରେ ଆନେ୍ଦାଳନକୁ ଓହ୍ଲାଇଲେ ବସ ଡ୍ରାଇଭର ଓ କଣ୍ଡକ୍ଟର । ଆମ ବସ ଡିପୋରେ ବସ ରଖି ଆନେ୍ଦାଳନରେ ବସିଲେ । ଆମ ବସର ବହୁ ଡ୍ରାଇଭର ଏବଂ କଣ୍ଡକ୍ଟର ମାଷ୍ଟରକ୍ୟାଣ୍ଟିନସ୍ଥିତ ଆମ ବସ୍ ଡିପୋରେ ଗାଡ଼ି ରଖି ଧାରଣା ଦେଇଛନ୍ତି । ସୂଚନା ଅନୁସାରେ ବିନା କାରଣରେ କଣ୍ଡକ୍ଟର ଏବଂ ଡ୍ରାଇଭରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ କରିଛନ୍ତି କର୍ମଚାରୀ । ତେଣୁ ଅଭିଯୁକ୍ତଙ୍କୁ ଗିରଫ କରାଯିବା ଏବଂ ସେମାନଙ୍କୁ ସୁରକ୍ଷା ପ୍ରଦାନ ଦାବିରେ ଡ୍ରାଇଭର ଏବଂ କଣ୍ଡକ୍ଟରମାନେ ଗାଡ଼ି ଚଳାଚଳ ବନ୍ଦ ରଖିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login