ରାଜଧାନୀରେ ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ଗୁଳି

ଭୁବନେଶ୍ବର: ରାଜଧାନୀରେ ଏନ୍କାଉଣ୍ଟର। କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ବାଙ୍କୁଆଳ ନଦୀ ନିକଟରେ ଏନକାଉଣ୍ଟର କରିଛି କମିଶନରେଟ ପୋଲିସର ସ୍ପେଶାଲ୍ ଟିମ୍। ତା ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ପୋଲିସ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲା ଜିତେନ୍ଦ୍ର। ପ୍ରତିଆକ୍ରମଣରେ ପୋଲିସ ଗୁଳି ଚାଳନା କରିଥିଲା। ଏଥିରେ ତା ଗଡ଼ରେ ଗୁଳି ବାଜିଛି। ଜିତେନ୍ଦ୍ର ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ଅନେକ ଅପରାଧିକ … Continue reading ରାଜଧାନୀରେ ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ଗୁଳି