The Ultimate Managed Hosting Platform
ADVERTISEMENT

ରାଜଧାନୀରେ ଛେଚୁଛି ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ଛେଚୁଛି ବର୍ଷା । ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ । ପ୍ରାୟଘଣ୍ଟାଏ ହେଲା ଜୋରଦାର ବର୍ଷା । ରାସ୍ତାରେ ଲହଡି ମାରୁଛି ବର୍ଷା ପାଣି । ଯିଏ ଯେଉଁଠି ସେଇଠି, ଯାତାୟତ ଠପ । ରାଜମହଲ , ମାଷ୍ଟରକ୍ୟାଣ୍ଟିନ, ବାଣୀବିହାର ସବୁଠି ଟ୍ରାଫିକ ଜାମ । ଏଜି, କଳ୍ପନା, ରସୁଲଗଡ ସବୁଠି ଟ୍ରାଫିକ ଜାମ । ୟୁନିଟ-୧ ଅଞ୍ଚଳ ସରକାରୀ କ୍ୱାର୍ଟର୍ସରେ ପଶିଲା ପାଣି । ପ୍ରବଳ ବର୍ଷାରେ ବେହାଲ ଲୋକେ । ଅନ୍ୟପଟେ ଆସନ୍ତା ୧୦ ବେଳକୁ ସୃଷ୍ଟି ହୋଇପାରେ ଘୂଣ୍ଣିିବଳୟ । ଉତ୍ତର-ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login