The Ultimate Managed Hosting Platform
ADVERTISEMENT

ରାଜଧାନୀରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ । ଖଣ୍ଡଗିରି ପାଦ ଦେଶରେ ଗଞ୍ଜେଇ ଜବତ । କ୍ୱିଣ୍ଟାଲରୁ ଉଦ୍ଧ୍ୱର୍ ଗଞ୍ଜେଇ ଜବତ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କା ହେବ । ଫୁଲବାଣୀରୁ ହିମାଚଳ ପ୍ରଦେଶ ଚାଲାଣ ହେଉଥିଲା ଗଞ୍ଜେଇ । ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login