The Ultimate Managed Hosting Platform
ADVERTISEMENT

ରାଜଧାନୀର ୨ ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ

Facebook
Twitter
LinkedIn

ଭୁବନେଶ୍ୱର ; ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି । ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି grp ପୋଲିସ । ଏକାଥରକେ ୨ଟି ରେଳ ଷ୍ଟେସନରେ ୨ଟି ଅଜଣା ମୃତଦେହ ମିଳିବା ନେଇ ସହରରେ ଚାଞ୍ଚଲ୍ୟ ଖେଳିଯାଇଛି । ତେବେ ମୃତକ ମହିଳା ହେଲେ ଗୌରୀ ଜେନା (୫୫) ,ଘର ମଙ୍ଗଳା ଯୋଡ଼ି, ଖୋର୍ଦ୍ଧା ଟାଙ୍ଗୀ ବୋଲି ଜଣାପଡିଛି । ଯୁବକଙ୍କ ପରିଚୟ ମିଳିପାରିନାହିଁ । ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login