The Ultimate Managed Hosting Platform
ADVERTISEMENT

ରାଜସ୍ଥାନରେ ପୁଣି ଭୟଙ୍କର ଦୁର୍ଘଟଣା , ୧୧ ଜଣଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ଜୟପୁର : ରାଜସ୍ଥାନ ଯୋଧପୁର ପରେ ଜୟପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜୟପୁରର ହରମନ ଅଞ୍ଚଳରେ ଏକ ଅନିୟନ୍ତ୍ରିତ ଡମ୍ପର ୩୦ରୁ ୪୦ ଗାଡି ଉପରେ ଚଢିଯାଇଛି । ଫଳରେ ୧୧ ଜଣଙ୍କ ଜୀବନ ଚାଲିଯାଇଛି । ଆଗକୁ ଏହି ସଂଖ୍ୟା ବଢିପାରେ । ତେବେ ବ୍ରେକ ଫେଲ୍ ହୋଇଥିବାରୁ ଏଭଳି ଘଟଣା ଘଟିଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ବ୍ରେକ ଫେଲ୍ ହେବା ପରେ ଡମ୍ପର ୪୦ରୁ ଅଧିକ ଗାଡ଼ିକୁ ଧକ୍କା ଦେଇଥିଲା । ଫଳରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ଚିକିତ୍ସା ସ୍ଥାନୀୟ ହସପିଟାଲରେ ହେଉଛି । ଅନେକ ଆହତଙ୍କ ଅବସ୍ଥା ଗୁରୁତର ରହିଛି । ତେଣୁ ମୃତକଙ୍କ ସଂଖ୍ୟା ଆଗକୁ ବଢିପାରେ । ସ୍ଥାନୀୟ ପ୍ରଶାସନ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login