The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଅଛନ୍ତି ୫୨୮୪ ଜଣ ଭିକାରୀ, କଟକରେ ସର୍ବାଧିକ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବଢୁଛି ବିକାରୀଙ୍କ ସଂଖ୍ୟା । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ , ରାଜ୍ୟରେ ଏବେ ପାଖାପାଖି ୫ହଜାରୁ ଅଧିକ ଭିକାରୀ ଅଛନ୍ତି। କଟକରେ ସର୍ବାଧିକ ୧୦୬୦ ଭିକାରୀ ଅଛନ୍ତି। ଏହାସହ ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗୀରରେ ୪୮୨, ସୁନ୍ଦରଗଡ ରେ ୪୧୭ ଓ ପୁରୀରେ ୩୫୦ ଭିକାରୀ ଅଛନ୍ତି ବୋଲି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ହେଲେ ରାଜ୍ୟକୁ ଭିକାରୀମୁକ୍ତ କରିବାକୁ ସରକାର ଚଳାଇଛନ୍ତି ଅଭିଯାନ। ରାଜ୍ୟକୁ ଭିକାରୀମୁକ୍ତ କରିବା ପାଇଁ ପ୍ରଥମ ପର୍ୟ୍ୟାୟରେ ପୁରୀଠାରେ ନୀଳାଦ୍ରି ନିଳୟ , ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login