ଭୁବନେଶ୍ୱର : ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି । ଦେଶରେ ମଧ୍ୟ ବଢିଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା । ୨୪ଘଂଟା ମଧ୍ୟରେ ଦେଶରେ ଚିହ୍ନଟ ହେଲେ ଆଉ ୫୨୯ ନୂଆ କୋରୋନା ସଂକ୍ରମିତ । କର୍ଣ୍ଣାଟକରେ ୨ଜଣ ଓ ଗୁଜରାଟରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି ।
Views: 76