The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ ଏଭଳି ପାଗ ଲାଗି ରହିବ। ବିଶେଷ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସାଢ଼େ୮ଟାରୁ ୧୧ତାରିଖ ସକାଳ ସାଢ଼େ ୧୧ଟା ପର୍ୟ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ପ୍ରବଳ ବର୍ଷା, ପବନ ଓ ବଜ୍ରପାତ ନେଇ ୪ଦିନ ପର୍ୟ୍ୟନ୍ତ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲା ମୟୁରଭଞ୍ଜ, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login