The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଆହୁରି କଲବଲ କରିବ ତାତି,୩ ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ

Facebook
Twitter
LinkedIn

ଭୁବନେଶ୍ୱର : ଓଃ କି ଖରା ..ା ଆହୁରି କଲବଲ କରିବ ତାତି । ଆଜିଠୁ ବଢିବ ପାରଦ। ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା । ୩ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ପାଇଁ ୪ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ ।ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ଓ ୧୬ ତାରିଖରେ ଦିନ ସହ ରାତି ତାପମାତ୍ରା ଅଧିକ ରହିବ। ୧୫ ତାରିଖ ପାଇଁ ମଧ୍ୟ ୪ ଜିଲ୍ଲାକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗତକାଲି ଚଳିତ ବର୍ଷ ପ୍ରଥମ ଥର ୪୦ ଟପିଲା ପାରଦ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login