The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଏବେଠୁ ଡରାଇଲାଣି ଖରା, ୩୮ ଡିଗ୍ରୀ ଉପରେ ୩ ସହର

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଏବେଠୁ ଡରାଇଲାଣି ଖରା । ୩୮ ଡ଼ିଗ୍ରୀ ସେଲସିୟସ ପାର କଲା ତାପମାତ୍ରା । ବୌଦ୍ଧ ଓ ବଲାଙ୍ଗିରରେ ରେକର୍ଡ କରିଛି ତାତି। ୩୮.୨ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି । ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୩୮ ଟପିଛି ତାପମାତ୍ରା । ଏଥିସହ ୧୧ଟି ସହରରେ ୩୭ ଟିପିଛି ପାରଦ । ସୋନପୁର, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଭବାନୀପାଟଣା, ହୀରାକୁଦ, ବୌଦ୍ଧ ଓ ବାରିପଦାରେ ୩୭ ଡିଗ୍ରୀରୁ ଅଧିକ ରହିଥିଲା ଦିନ ତାପମାତ୍ରା । ମାର୍ଚ୍ଚ ଆରମ୍ଭରୁ ଏଭଳି ସ୍ଥିତି ଉପୁଜିଲାଣି। ଆଗକୁ ସ୍ଥିତି ଅସମ୍ଭାଳ ହେବା ଆଶଂକା । ରବିବାର ଅପରାହ୍ଣ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ଅତିକ୍ରମ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login