ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୦୦୯ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୨୦ କରୋନା ପଜିଟିଭ୍
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







