The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଖାଲି ପଡିଛି ୯୮ ହଜାର ପଦବୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ସରକାରୀ ଅଧିକାରୀଙ୍କ ମରୁଡି । ପଦବୀ ଖାଲି ଥାଇ ମଧ୍ୟ ପୂରଣ କରୁନାହାଁନ୍ତି ରାଜ୍ୟ ସରକାର । ବିଧାନସଭା ପ୍ରଶ୍ନୋତ୍ତରରୁ ମିଳିଥିବା ସୂଚନା ମୁତାବକ, ରାଜ୍ୟ ସରକାରଙ୍କ ୪୧ଟି ବିଭାଗରେ ଖାଲି ପଡିଛି ୯୮ ହଜାର ୩୪୮ଟି ପଦବୀ ।ମଙ୍ଗଳବାର ବିଧାନସଭାରେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ପ୍ରଶ୍ନ କରିବା ସହ, ଜାନୁଆରୀ ୩୧ ସୁଦ୍ଧା ରାଜ୍ୟ ସରକାରଙ୍କ କେଉଁ ବିଭାଗରେ କେତେ ସଂଖ୍ୟକ କର୍ମଚାରୀ ପଦବୀ ଖାଲି ଅଛି ତାହା ଜାଣିବାକୁ ଚାହିଁଥିଲେ । ଏଥିସହିତ ରାଜ୍ୟରେ ବେରୋଜଗାରୀ ସଂଖ୍ୟା ହ୍ରାସ କରିବା ପାଇଁ ଓ ସରକାରୀ ଚାକିରି ଆଶାୟୀ ଯୁବକ ଓ ଯୁବତୀଙ୍କୁ ସରକାରୀ ଚାକିରି ନିମନ୍ତେ ପ୍ରତିଯୋଗିତାରେ ସୁଯୋଗ ଦେବା ପାଇଁ ଆବେଦନ କରିବାକୁ ବୟସ ସୀମାକୁ ୪୨ ବର୍ଷ କରିବା ଦାବିକୁ ପୂରଣ ପାଇଁ ସରକାର କୁଣ୍ଠିତ କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର

କ୍ୟାବିନେଟ ବୈଠକରେ ବଡ ଘୋଷଣା , ୭ଟି ପ୍ରସ୍ତାବ ପାରିତ

ଭୁବନେଶ୍ୱର : ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସରିଲା ବୈଠକ । ଛଅଟି ବିଭାଗର ୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର । ସମବାୟ...

ADVERTISEMENT
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭିଜିଲାନ୍ସ ଜାଲରେ ସିଏଚସି ସ୍ୱାସ୍ଥ୍ୟକର୍ମୀ

ରାୟଗଡା : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସ୍ୱାସ୍ଥ୍ୟକର୍ମୀ । ରାୟଗଡ଼ା ମୁନିଗୁଡା ସିଏଚସି ସ୍ୱାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତଙ୍କୁ ଧରିଛି ଭିଜିଲାନ୍ସ। ଜନ୍ମ ପ୍ରମାଣପତ୍ର ଦେବାକୁ ଜଣେ...

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟବାସୀଙ୍କୁ ଭୟଭୀତ ନ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଏମ.ଏଲ.ଏ ଲ୍ୟାଡ ୱେବ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏମ.ଏଲ.ଏ ଲ୍ୟାଡ଼ ୱେବ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ...