The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

“ରାଜ୍ୟରେ ଖୋଲିବ ମଡେଲ ମଣ୍ଡି” : ସମବାୟ ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ ମଣ୍ଡି । ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ସୂଚନା । ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି । ଆବଶ୍ୟକ ଦେଖି ବଡ ଜିଲ୍ଲାରେ ୨ଟି ମଣ୍ଡି ହେବ । ସମବାୟ ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲ୍ଲାରେ ହେବ ଦୁଇଟି ମଣ୍ଡି ଜ୍ଝ ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର, ବିଜୁଳି ବ୍ୟବସ୍ଥା, ଦୋକାନ, ଏସଏଚଜି ମହିଳାଙ୍କ ଦ୍ୱାରା ଟିଫିନ ସେଣ୍ଟର,ପାର୍କିଙ୍ଗ ଆଦି ବ୍ୟବସ୍ଥା ରହିବଜ୍ଝ ମଡେଲ ମଣ୍ଡିର ରୂପ ରେଖ କେମିତି ରହିବ ସେନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେଜେଣ୍ଟେସନ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login