The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଗଡିଲା ଘରୋଇ ବସ

Facebook
Twitter
LinkedIn

ଭୁବନେଶ୍ୱର : ହଟିଲା ଆନେ୍ଦାଳନ , ଗଡିଲା ଘରୋଇ ବସ । ଗତକାଲି ରାତିରୁ ରାଜ୍ୟରେ ଘରୋଇ ବସ ଚଳାଚଳ ଆରମ୍ଭ କରିଛି। ଅକ୍ଟୋବର ୩୧ତାରିଖ ଯାଏ ବସ ଧର୍ମଘଟ ସ୍ଥଗିତ ରଖିଛି ସଂଘ। ପାର୍ବଣକୁ ଦୃଷ୍ଟିରେ ରଖି ଓ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ବସ ଧର୍ମଘଟ ସ୍ଥଗିତ ରହିଛି। ରାଜ୍ୟ ସରକାର ଓ ଘରୋଇ ମାଲିକ ସଂଘର ଆଲୋଚନା ପରେ ଏହି ନିଷ୍ପତ୍ତି ନେଇଛି ସଂଘ। ପାର୍ବଣରେ ବସ ଧର୍ମଘଟ ଯୋଗୁ ଯାତ୍ରୀ ଅସୁବିଧା ଭୋଗିଥିଲେ। ଏଥିପାଇଁ ଯାତ୍ରୀଙ୍କୁ କ୍ଷମା ମାଗିଛି ବସ ମାଲିକ ସଂଘ। ବସ ଧର୍ମଘଟ ନେଇ ପରିବହନ ମନ୍ତ୍ରୀଙ୍କ ବାସଭବନରେ ବୈଠକ ବସିଥିଲା। ବୈଠକ ପରେ ରାଜ୍ୟରେ ପୁଣି ଘରୋଇ ବସ ଚଳାଚଳ କରିବ ବୋଲି କହିଥିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ। ଅକ୍ଟୋବର ୨୬ରେ ପୁଣି ଥରେ ଆଲୋଚନା ହେବ ବୋଲି ସେ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login