The Ultimate Managed Hosting Platform
ADVERTISEMENT

ରାଜ୍ୟରେ ତଳକୁ ଖସୁଛି କରୋନା ଗ୍ରାଫ୍‌; ୨୪ ଘଣ୍ଟାରେ ୧,୪୯୭ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧ ହଜାର ୪୯୭ ଜଣ ଆକ୍ରାନ୍ତ ଚିହ୍ନଟ । କ୍ୱାରେଣ୍ଟାଇନରୁ ୮୭୪ ଜଣ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସରେ ୬୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨୮୩ ଜଣ ଚିହ୍ନଟ ହୋଇଛନ୍ତି ।

ଆକ୍ରାନ୍ତଙ୍କ ସଂଖ୍ୟାରେ ପ୍ରତି ଦିନ ଭଳି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲା ଉଦ୍ଧ୍ୱରେ ରହିଛି । ତେବେ ଗତ ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୭୧, ବାଲେଶ୍ୱରରୁ ୫୦, ବରଗଡ଼ରୁ ୨୨, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୨୨, ବୌଦ୍ଧରୁ ୩୨, କଟକରୁ ୬୯, ଦେଓଗଡ଼ରୁ ୬୨, ଢେଙ୍କାନାଳରୁ ୨୭, ଗଜପତିରୁ ୪୫, ଗଞ୍ଜାମରୁ ୦୮, ଜଗତସିଂହପୁରରୁ ୨୪, ଯାଜପୁରରୁ ୬୪, ଝାରସୁଗୁଡ଼ାରୁ ୭୫, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୩୧, କେନ୍ଦ୍ରାପଡ଼ାରୁ ୧୬, କେନ୍ଦୁଝରରୁ ୪୨, କୋରାପୁଟରୁ ୬୬, ମାଲକାନଗିରିରୁ ୦୭, ମୟୁରଭଞ୍ଜରୁ ୩୫, ନବରଙ୍ଗପୁରରୁ ୩୪, ନୟାଗଡ଼ରୁ ୫୬, ନୂଆପଡ଼ାରୁ ୨୩, ପୁରୀରୁ ୩୭, ରାୟଗଡ଼ାରୁ ୫୨, ସମ୍ବଲପୁରରୁ ୫୯, ସୋନପୁରରୁ ୦୬, ସୁନ୍ଦରଗଡ଼ରୁ ୧୦୧ ଓ ଷ୍ଟେଟ ପୁଲରୁ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ରାଜ୍ୟରେ ୨୪ ଘଣ୍ଟାରେ ୩ ହଜାର ୬୨୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login