The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଦିନକରେ ୫୭୩ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଦିନକରେ ୫୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ମୋଟ ଆକ୍ଟିଭ କେସ ୩ ହଜାର ୮୬୯କୁ ଛୁଇଁଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯, ୨୧୦ କୁ ଛୁଇଁଛି ।
ଅନ୍ୟପଟେ ଦେଶରେ ଦିନକରେ ୭,୧୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ୩୫୪ରୁ ବୃଦ୍ଧି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login