The Ultimate Managed Hosting Platform
ADVERTISEMENT

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ୩୦୮ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ଓଡ଼ିଶାରେ ପୁଣି ବଢିଲା କୋରନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦୮ ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ୍ କେସ୍ ସଂଖ୍ୟା ୧୫ଶହ ୫କୁ ବୃଦ୍ଧି ହୋଇଛି । ତେବେ ଗତକାଲି ୨୦୪ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ନୂଆ ୧୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ୍ ୫ହଜାର ୯୩୧ କୋଭିଡ୍ ଟେଷ୍ଟ ହୋଇଛି । ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍ । ମୃତ ୭୦ ବର୍ଷୀୟ ବୃଦ୍ଧ ସୁବର୍ଣ୍ଣପୁରର ହୋଇଥିବା ସୂଚନା । ବୃଦ୍ଧ ଜଣକ ଅନ୍ୟ ରୋଗରେ ପୀଡିତ ଥିଲେ । ସୁସ୍ଥ ହୋଇଛନ୍ତି ୯୭ ଆକ୍ରାନ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login