The Ultimate Managed Hosting Platform
ADVERTISEMENT

ରାଜ୍ୟରେ ବଢୁଛି ଇଞ୍ଜିନିୟରିଂ ବେକାରୀ

Facebook
Twitter
LinkedIn

ଭୁବନେଶ୍ୱର : ଇଞ୍ଜିନିୟରିଂ ପାଠ ପଢାରେ ରାଜ୍ୟରେ ବିକଳ ଚିତ୍ର । ୧୦ ବର୍ଷରେ ଇଞ୍ଜିନିୟରିଂ ପଢି ପାସ କରିଛନ୍ତି ୩୪ ହଜାର ୪୭୧ ପିଲା । ୧୦ ବର୍ଷରେ ଡିପ୍ଲୋମାରେ ୫୪ ହଜାର ୧୮୯ ପିଲା ପାସ କରିଛନ୍ତି । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ୧୦ ବର୍ଷ ମଧ୍ୟରେ ଇଞ୍ଜିନିୟରିଂ ଡିଗ୍ରୀ ପଢି ପାସ୍ ହୋଇଛନ୍ତି ୩୪ ହଜାର ୪୭୧ ପିଲା । ହେଲେ ସେମାନଙ୍କ ମଧ୍ୟରୁ ଚାକିରି ପାଇଛନ୍ତି ମାତ୍ର ୧୫ ହଜାର ୨୮୯ ଜଣ ।
ବିଧାୟକ ପବିତ୍ର ସାଉଁଟା ପ୍ରଶ୍ନରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ ରଖିଛନ୍ତି ଲିଖିତ ଉତ୍ତର। ତଥ୍ୟ ଅନୁସାରେ , ଡିଗ୍ରୀକୁ ଛାଡି ଡିପ୍ଲୋମାରେ ସ୍ଥିତି ଆହୁରି ସାଂଘାତିକ । ୧୦ ବର୍ଷ ମଧ୍ୟରେ ଡିପ୍ଲୋମା ପଢି ପାସ କରିଛନ୍ତି ୫୪ ହଜାର ୧୮୯ ଜଣ ପିଲା । ଚାକିରି ପାଇଛନ୍ତି ମାତ୍ର ୨୦ ହଜାର ୯୬ ଜଣ । ବର୍ତ୍ତମାନ ରାଜ୍ୟରେ ୩୪ ହଜାର ୫୧ ଜଣ ଡିପ୍ଲୋମା ପଢି ବେକାର ବସିଛନ୍ତି । ଏହା ରାଜ୍ୟରେ ବୈଷୟିକ ଶିକ୍ଷାର ଅବ୍ୟବସ୍ଥାକୁ ସ୍ପଷ୍ଟ କରୁଛି ବୋଲି କହିଛନ୍ତି ମନ୍ତ୍ରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login