The Ultimate Managed Hosting Platform
ADVERTISEMENT

ରାଜ୍ୟରେ ୨୫୮ ପଜିଟିଭ ଚିହ୍ନଟ, ଜଣେ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସହ ଜଣେ ସଂକ୍ରମିତ ମୃତ୍ୟୁ ବରଣ କରିଛନ୍ତି । ୧୭୩ ଆକ୍ରାନ୍ତ କୋଭିଡରୁ ସୁସ୍ଥ ହୋଇଛନ୍ତି । ଏବେ ବି ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଉପରେ ରହିଛି । ରାଜ୍ୟରେ ମୋଟ ସଂକ୍ରିୟ ଆକ୍ରାନ୍ତ ଙ୍କ ସଂଖ୍ୟା ହେଉଛି ୧ ହଜାର ୧୮୬ ଜଣ ।
ଅନ୍ୟପଟେ ଦେଶରେ ୧୧ ହଜାର ଟପିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୧୧,୧୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮ ମାସ ପରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୯, ୬୬୨ରେ ପହଁଚିଛି । ୨୪ ଘଣ୍ଟାରେ କୋଭିଡରେ ୨୯ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୧ ହଜାର ୬୪ କୁ ଛୁଇଁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login