ରାଜ୍ୟର ୧୨ ଜିଲ୍ଲାକୁ ବର୍ଷା ସତର୍କତା , ୫୦ କି.ମି ପବନ ଝଟକା ସମ୍ଭାବନା

ଭୁବନେଶ୍ୱର: ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମାଝଡ଼ ପ୍ରଭାବରେ କାଲିଠୁ ପାଗ ମେଘୁଆ ରହିଥିବାବେଳେ ଆଜିଠୁ ବର୍ଷା ହେବାନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ରାଜ୍ୟରେ ଘଡଘଡି ବିଜୁଳି ସହିତ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।ସୂଚନା ଅନୁଯାୟୀ ବୁଧବାର ରାଜ୍ୟର ଦାରିଙ୍ଗବାଡ଼ି, ଭବାନୀପାଟଣା ଓ ବାଲେଶ୍ୱର ଆଦିରେ ହାଲୁକା ବର୍ଷା … Continue reading ରାଜ୍ୟର ୧୨ ଜିଲ୍ଲାକୁ ବର୍ଷା ସତର୍କତା , ୫୦ କି.ମି ପବନ ଝଟକା ସମ୍ଭାବନା