The Ultimate Managed Hosting Platform
ADVERTISEMENT

ରାଜ୍ୟସଭା ନିର୍ବାଚନ; ନାମାଙ୍କନ ଦାଖଲ କଲେ ଅଶ୍ୱିନୀ

Facebook
Twitter
LinkedIn

ଭୁବନେଶ୍ୱର: ନାମାଙ୍କନ ଦାଖଲ କଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ଵିନୀ ବୈଷ୍ଣବ। ଅଶ୍ବିନୀ ବୈଷ୍ଣବ ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି। ତେବେ ଓଡ଼ିଶାର ସ୍ଵାର୍ଥ ସହ କୌଣସି ସାଲିସ କରାଯିବନି। ସଂଘୀୟ ବ୍ୟବସ୍ଥାରେ ବିକାଶ ପ୍ରକ୍ରିୟା ଜାରି ରହିବ। ଏହି କାରଣରୁ ଅଶ୍ଵିନୀଙ୍କୁ ସମର୍ଥନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସ୍ବାଗତଯୋଗ୍ୟ ।
୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ବିନୀ। ୨୦୨୧ ମସିହା ଜୁଲାଇ ମାସରେ ମୋଦି ସରକାରଙ୍କ କ୍ୟାବିନେଟ୍ ଅଦଳବଦଳରେ ଅଶ୍ବିନୀ ବୈଷ୍ଣବଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା। ଏଥିସହ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ରେଳ ତଥା ଇଲେକଟ୍ରୋନିକ, ସୂଚନା ପ୍ରଯୁକ୍ତି ଓ ଯୋଗାଯୋଗ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। ୩ଟି ରାଜ୍ୟସଭା ଆସନ ପାଇଁ ବିଜେଡିରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login