The Ultimate Managed Hosting Platform
ADVERTISEMENT

ରାଜ୍ୟସଭା ଯାଇପାରନ୍ତି ତାମିଲ ସୁପରଷ୍ଟାର ତଥା ନେତା କମଲ ହାସନ

Facebook
Twitter
LinkedIn

ନୂଆଦିଲ୍ଲୀ : ତାମିଲ ଚଳଚ୍ଚିତ୍ର ସୁପରଷ୍ଟାର ତଥା ନେତା କମଲ ହାସନ ଯାଇପାରନ୍ତି ରାଜ୍ୟସଭା । ଷ୍ଟାଲିନଙ୍କ ଦଳ ଡିଏମକେ କମଲ ହାସନଙ୍କୁ ରାଜ୍ୟସଭା ଆସନ ଦେଇପାରନ୍ତି । ବୁଧବାର ଦିନ ତାମିଲନାଡୁର ମନ୍ତ୍ରୀ ପିକେ ଶେଖର ବାବୁ କମଲ ହାସନଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ, ସେବେଠାରୁ ଚର୍ଚ୍ଚା ଜୋର ।ପ୍ରକୃତରେ କମଲ ହାସନ ମକ୍କଲ ନିଧି ମୟମ (ଏମ୍ଏନ୍ଏମ୍) ନାମରେ ନିଜର ଦଳ ଗଠନ କରିଥିଲେ । ୨୦୨୪ ଲୋକସଭା ନିର୍ବାଚନରେ ସେ ଭାରତ ମେଣ୍ଟରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ । ସେ ତାମିଲନାଡୁରେ ଡିଏମକେ ନେତୃତ୍ୱାଧୀନ ମେଣ୍ଟ ପାଇଁ ଜୋରଦାର ପ୍ରଚାର ମଧ୍ୟ କରିଥିଲେ । ଏହି ଭାରତୀୟ ଗଠବନ୍ଧନ ରାଜ୍ୟର ୩୯ଟି ଲୋକସଭା ଆସନ ଜିତିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login