ଭୁବନେଶ୍ୱର : ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ପତାକା ଉତ୍ତୋଳନ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ । ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ସହିଦ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜଣାଇଲେ । ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱରେ ନୂଆ ଯୁଗ ଆରମ୍ଭ କରିଥିଲା । ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଆଣ ିଦେଇଥିଲା । ଆଜି ଭାରତ ବିଶ୍ୱରେ ନିଜକୁ ପ୍ରମୁଖ ଶକ୍ତି ଭାବେ ପ୍ରତିଷ୍ଠା କରି ପାରିଛି । ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି । ଚନ୍ଦ୍ର ଯାନ-୩ ମହାକାଶ ବିଜ୍ଞାନ କ୍ଷେତ୍ରରେ ଗୈାରବ ବଢାଇଛି । ଓଡିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି । ଅର୍ଥନୀତିରେ ସମୃଦ୍ଧ ହୋଇଛି ,ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି । ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ହୋଇଛି । ମଧୁବାବୁ ପେନସନ ଯୋଜନାରେ ଆଉ ୪ ବର୍ଗ ସାମିଲ । ବିଏସକେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ ସହାୟକ ହୋଇଛି । ଏସଏଚଜି ମହିଳା ଓ ଚାଷୀଙ୍କ ପାଇଁ ସରକାର ସଂକଳ୍ପବଦ୍ଧ । ଗରିବ, ଚାଷୀ , ମହିଳା, ଜନଜାତିକୁ ନେଇ ଆଗକୁ ବଢିବା ।
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







