The Ultimate Managed Hosting Platform
ADVERTISEMENT

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ନେଲେ ମଧୁସୂଦନ ପାଢୀ

Facebook
Twitter
LinkedIn

ଭୁବନେଶ୍ୱର : ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର । ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ । ତୋଶାଳୀ ଭବନରେ ବିଧିବଦ୍ଧ ଭାବେ ଦାୟିତ୍ବ ନେଲେ । ଏଣିକି ଦାୟିତ୍ୱ ତୁଲାଇବେ ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ । ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ । ତେବେ ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login