The Ultimate Managed Hosting Platform
ADVERTISEMENT

ରାଜ୍ୟ ସରକାରଙ୍କ ନିଷ୍ପତ୍ତି, ଭୁବନେଶ୍ୱରରେ ଦିନ ୧ଟାରୁ ସ୍କୁଲ ରହିବ ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ଅନୁଷ୍ଠିତ ହେବ ୩ ଦିନିଆ ଡିଜିପି ସମ୍ମିଳନୀ । ଡିଜିିପି ସମ୍ମିଳନୀରେ ଯୋଗ ଦେବାକୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଥିପାଇଁ କଡା ସୁରକ୍ଷା ବଳୟ ଭିତରେ ରାଜଧାନୀ ଭୁବନେଶ୍ୱର । ଏହି କାର୍ୟ୍ୟକ୍ରମକୁ ଦୃଷ୍ଟିରେ ରଖି ରାଜଧାନୀ ବିଏମସି ଅଞ୍ଚଳରେ ଥିବା ସମସ୍ତ ସ୍କୁଲ ଦିନ ୧ଟାରୁ ସ୍କୁଲ ବନ୍ଦ ରହିବ । ସ୍କୁଲ ବନ୍ଦ ନେଇ ନିଷ୍ପତି ନେଇଛନ୍ତି ରାଜ୍ୟ ରାଜ୍ୟ ସରକାର । ଟ୍ରାଫିକ କଟକଣା ଯୋଗୁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ । ଏହି ଆଶଙ୍କାରେ ଆଜି ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login